1 Chronicles 6:42 — Compare Translations

5 translations compared side by side

Odia - 1840
"ଅଦାଯା ଏଥନ୍ଙ୍କ ପୁତ୍ର ଥିଲେ। ଏଥନ୍ ସିମ୍ମଙ୍କ ପୁତ୍ର ଥିଲେ। ସିମ୍ମ ଶିମିଯଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏଥନର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଅଦାୟା ଏଥ‌ନଙ୍କ ପୁତ୍ର ଥିଲେ। ଏଥନ୍ ସିମ୍ମଙ୍କ ପୁତ୍ର ଥିଲେ। ସିମ୍ମ ଶିମିୟଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏଥନ୍‍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ସେ ଏଥନ୍‍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର।