1 Chronicles 6:45 — Compare Translations

5 translations compared side by side

Odia - 1840
"ମାଲ୍ଲୁକ ହଶବିଯଙ୍କ ପୁତ୍ର ଥିଲେ। ହଶବିଯ ଅମତ୍ସିଯଙ୍କ ପୁତ୍ର ଥିଲେ। ଅମତ୍ସିଯ ହିଲ୍କିଯଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ହଶବୀୟର ପୁତ୍ର, ସେ ଅମତ୍ସୀୟର ପୁତ୍ର, ସେ ହିଲ୍‍କୀୟର ପୁତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ମାଲ୍ଲୁକ ହଶବିୟଙ୍କ ପୁତ୍ର ଥିଲେ। ହଶବିୟ ଅମତ୍‌ସିୟଙ୍କ ପୁତ୍ର ଥିଲେ। ଅମତ୍‌ସିୟ ହି‌ଲ୍‌‌‌କିୟଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ହଶବୀୟର ପୁତ୍ର, ସେ ଅମତ୍‍ସୀୟର ପୁତ୍ର, ସେ ହିଲ୍‍କୀୟର ପୁତ୍ର;
Odia IRV 2017 (ଓଡିଆ ବାଇବେଲ)
ସେ ହଶବୀୟର ପୁତ୍ର, ସେ ଅମତ୍‍ସୀୟର ପୁତ୍ର, ସେ ହିଲ୍‍କିୟର ପୁତ୍ର;