1 Chronicles 6:46 — Compare Translations
5 translations compared side by side
Odia - 1840
"ହିଲ୍କିଯ ଅମ୍ସିଙ୍କ ପୁତ୍ର ଥିଲେ। ଅମ୍ସି ବାନିଙ୍କ ପୁତ୍ର ଥିଲେ। ବାନି ଶମରଙ୍କେ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅମସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ହିଲ୍କିୟ ଅମ୍ସିଙ୍କ ପୁତ୍ର ଥିଲେ। ଅମ୍ସି ବାନିଙ୍କ ପୁତ୍ର ଥିଲେ। ବାନି ଶେମରଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
Odia IRV 2017 (ଓଡିଆ ବାଇବେଲ)
ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;