1 Chronicles 6:47 — Compare Translations

5 translations compared side by side

Odia - 1840
"ଶମରେ ମହଲିଙ୍କ ପୁତ୍ର ଥିଲେ। ମହଲି ମୂଶିଙ୍କ ପୁତ୍ର ଥିଲେ। ମୂଶି ମରାରିଙ୍କ ପୁତ୍ର ଥିଲେ। ମରାରି ଲବେୀଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଶେମର ମହଲିଙ୍କ ପୁତ୍ର ଥିଲେ। ମହଲି ମୂଶିଙ୍କ ପୁତ୍ର ଥିଲେ। ମୂଶି ମରାରିଙ୍କ ପୁତ୍ର ଥିଲେ। ମରାରି ଲେବୀଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।