1 Chronicles 6:48 — Compare Translations
5 translations compared side by side
Odia - 1840
"ହମେନ୍ ଓ ଆସଫ୍ଙ୍କ ଭ୍ରାତାମାନେ ଲବେୀଙ୍କ ଗୋଷ୍ଠୀର ଥିଲେ। ଲବେୀଙ୍କ ଗୋଷ୍ଠୀମାନଙ୍କୁ ଲବେୀୟ ମଧ୍ଯ କୁହାଯାଉଥିଲା। ପବିତ୍ର ତମ୍ବୁ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଏହି ଲବେୀୟମାନେ ମନୋନୀତ ହାଇେଥିଲେ। ପରମେଶ୍ବରଙ୍କ ଗୃହ ରେ ପବିତ୍ର ତମ୍ବୁ ରହିଥିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ଵରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହେମନ୍ ଓ ଆସଫ୍ଙ୍କ ଭ୍ରାତାମାନେ ଲେବୀଙ୍କ ଗୋଷ୍ଠୀର ଥିଲେ। ଲେବୀଙ୍କ ଗୋଷ୍ଠୀମାନଙ୍କୁ ଲେବୀୟ ମଧ୍ୟ କୁହାଯାଉଥିଲା। ପବିତ୍ର ତମ୍ବୁରେ ସେବାକାର୍ଯ୍ୟ କରିବା ନିମନ୍ତେ ଏହି ଲେବୀୟମାନେ ମନୋନୀତ ହୋଇଥିଲେ। ପରମେଶ୍ୱରଙ୍କ ଗୃହରେ ପବିତ୍ର ତମ୍ବୁ ରହିଥିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।