1 Chronicles 6:5 — Compare Translations
5 translations compared side by side
Odia - 1840
"ଅବିଶୂଯ ବୁକ୍କିଙ୍କ ପିତା ଥିଲେ। ବୁକ୍କ ଉଷିଙ୍କ ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବିଶୂୟ ବୁକ୍କିକି ଜାତ କଲା ଓ ବୁକ୍କି ଉଷିକି ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଅବିଶୂୟ ବୁକ୍କିଙ୍କ ପିତା ଥିଲେ। ବୁକ୍କି ଉଷିଙ୍କ ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବୀଶୂୟ ବୁକ୍କିକୁ ଜାତ କଲା ଓ ବୁକ୍କୁ ଉଷିକୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବୀଶୂୟ ବୁକ୍କିକୁ ଜାତ କଲା ଓ ବୁକ୍କୁ ଉଷିକୁ ଜାତ କଲା;