1 Chronicles 6:50 — Compare Translations

5 translations compared side by side

Odia - 1840
"ଏହିମାନେ ହାରୋଣଙ୍କ ପୁତ୍ରଗଣ ଥିଲେ: ଇଲିଯାସର ହାରୋଣଙ୍କ ପୁତ୍ର ଥିଲେ। ପୀନ୍ହସ୍ ଇଲିଯାସରଙ୍କ ପୁତ୍ର ଥିଲେ। ଅବୀଶୂଯ ପୀନ୍ହସ୍ଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପିନହସ୍, ତାହାର ପୁତ୍ର ଅବୀଶୂୟ ପ୍ର.ବଂ.୬:୪-୮
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣଙ୍କ ବଂଶଧରଗଣ ଏହିମାନେ ହାରୋଣଙ୍କ ପୁତ୍ରଗଣ ଥିଲେ: ଇଲିୟାସର ହାରୋଣଙ୍କ ପୁତ୍ର ଥିଲେ। ପୀ‌ନ୍‌ହସ୍ ଇଲିୟାସରଙ୍କ ପୁତ୍ର ଥିଲେ। ଅବୀଶୂୟ ପୀ‌ନ୍‌ହ‌‌ସ୍‌‌ଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍‍, ତାହାର ପୁତ୍ର ଅବୀଶୂୟ
Odia IRV 2017 (ଓଡିଆ ବାଇବେଲ)
ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍‍, ତାହାର ପୁତ୍ର ଅବୀଶୂୟ