1 Chronicles 6:54 — Compare Translations

5 translations compared side by side

Odia - 1840
"ଏହି ସମସ୍ତ ସ୍ଥାନ ରେ ହାରୋଣଙ୍କ ବଂଶଧରମାନେ ବାସ କଲେ। ସମାନଙ୍କେୁ ଦତ୍ତ ହାଇେଥିବା ଦେଶ ରେ ସମାନେେ ଛାଉଣୀ ମଧିଅରେ ବାସ କଲେ। ଲବେୀୟ ଲୋକମାନଙ୍କୁ ଦିଆୟାଇଥିବା ଦେଶ ରେ କହାତୀଯମାନେ ପ୍ରଥମ ଅଂଶ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କ ସ୍ଵ ସ୍ଵ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ । ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟ ଗୋଷ୍ଠୀ ନିମନ୍ତେ ବାସସ୍ଥାନ ଏହି ସମସ୍ତ ସ୍ଥାନରେ ହାରୋଣଙ୍କ ବଂଶଧରମାନେ ବାସ କଲେ। ସେମାନଙ୍କୁ ଦତ୍ତ ହୋଇଥିବା ଦେଶରେ ସେମାନେ ଛାଉଣି ମଧ୍ୟରେ ବାସ କଲେ। ଲେବୀୟ ଲୋକମାନଙ୍କୁ ଦିଆଯାଇଥିବା ଦେଶରେ କହାତୀୟମାନେ ପ୍ରଥମ ଅଂଶ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,