1 Chronicles 6:55 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ହିବ୍ରୋଣ୍ ଓ ତାହାର ଚତୁର୍ଦ୍ଦିଗ ରେ ଥିବା କ୍ଷେତ୍ରମାନ ଦତ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ହିବ୍ରୋଣ ଓ ତାହାର ଚତୁର୍ଦ୍ଦିଗରେ ଥିବା କ୍ଷେତ୍ରମାନ ଦତ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।