1 Chronicles 6:56 — Compare Translations

5 translations compared side by side

Odia - 1840
"କିନ୍ତୁ ସମାନେେ ସହରଠାରୁ ଦୂର ରେ ଥିବା କ୍ଷେତ୍ର ଓ ଗ୍ରାମସବୁ ୟୁଫୁନ୍ନିର ପୁତ୍ର କାଲବଙ୍କେୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ସହରଠାରୁ ଦୂରରେ ଥିବା କ୍ଷେତ୍ର ଓ ଗ୍ରାମସବୁ ଯିଫୁନ୍ନିର ପୁତ୍ର ‌‌‌କାଲେ‌ବଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।