1 Chronicles 6:57 — Compare Translations

5 translations compared side by side

Odia - 1840
"ହାରୋଣର ବଂଶଧରମାନଙ୍କୁ ଦିଆୟାଇଥିବା ଆଶ୍ରଯ ନଗର ସବୁ ହିବ୍ରୋଣ, ଲିବନା, ୟତ୍ତୀର, ଇଷ୍ଟିମାେଯ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ-ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣର ବଂଶଧରମାନଙ୍କୁ ଦିଆଯାଇଥିବା ଆଶ୍ରୟ ନଗର ସବୁ ହିବ୍ରୋଣ, ଲି‌ବ୍‌ନା, ଯତ୍ତୀର, ଇଷ୍ଟିମୋୟ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍‍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍‍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;