1 Chronicles 6:60 — Compare Translations
5 translations compared side by side
Odia - 1840
"ବିନ୍ଯାମୀନ ଗୋଷ୍ଠୀଠାରୁ ସମାନେେ ଗିବିଯୋନ, ଗବୋ ଆଲମେତ୍ ଓ ଅନାେଥାତ୍ ଏବଂ ସମାନଙ୍କେର କ୍ଷତେ ସହର ସହିତ ପ୍ରାପ୍ତ ହେଲା। କହାତୀଯମାନଙ୍କୁ ତରଟେି ନଗର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା । ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନ ଗୋଷ୍ଠୀଠାରୁ ସେମାନେ ଗିବିୟୋନ, ଗେବା, ଆଲେମତ୍ ଓ ଅନାଥୋତ୍ ଏବଂ ସେମାନଙ୍କ ଚତୁର୍ପାର୍ଶ୍ୱର କ୍ଷେତ ସହର ସହିତ ପ୍ରାପ୍ତ ହେଲା। କହାତୀୟମାନଙ୍କୁ ତେରଟି ନଗର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।