1 Chronicles 6:61 — Compare Translations
5 translations compared side by side
Odia - 1840
"କହାତତୀଯମାନଙ୍କୁ ମନଃଶିଙ୍କ ଅର୍ଦ୍ଧକେ ଗୋଷ୍ଠୀଠାରୁ ୟର୍ଦ୍ଦନ ନଦୀର ପୂର୍ବ ରେ ଥିବା ଦଶଗୋଟି ସହର ଦିଆୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କହାତ୍ର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ଵାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
Odia Bible ERV 2004 (ପବିତ୍ର ବାଇବଲ)
କହାତୀୟମାନଙ୍କୁ ମନଃଶିଙ୍କ ଅର୍ଦ୍ଧେକ ଗୋଷ୍ଠୀଠାରୁ ଯର୍ଦ୍ଦନ ନଦୀର ପୂର୍ବରେ ଥିବା ଦଶଗୋଟି ସହର ଦିଆଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।