1 Chronicles 6:62 — Compare Translations
5 translations compared side by side
Odia - 1840
"ଗେର୍ଶୋନଙ୍କ ଗୋଷ୍ଠୀ ତରେ ଗୋଟି ନଗର ପ୍ରାପ୍ତ ହେଲା। ସମାନେେ ଇଷାଖର, ଆଶରେ, ନପ୍ତାଲି ଓ ବାଶନ ଅଞ୍ଚଳ ରେ ବାସ କରୁଥିବା ମନଃଶିର ଅବଶିଷ୍ଟ ବଂଶଠାରୁ ସହେି ନଗରଗୁଡ଼ିକ ପ୍ରାପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗେର୍ଶୋମ୍ର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର୍-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗେର୍ଶୋନଙ୍କ ଗୋଷ୍ଠୀ ତେର ଗୋଟି ନଗର ପ୍ରାପ୍ତ ହେଲା। ସେମାନେ ଇଷାଖର, ଆଶେର, ନପ୍ତାଲି ଓ ବାଶନ ଅଞ୍ଚଳରେ ବାସ କରୁଥିବା ମନଃଶିର ଅବଶିଷ୍ଟ ବଂଶଠାରୁ ସେହି ନଗରଗୁଡ଼ିକ ପ୍ରାପ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।