1 Chronicles 6:63 — Compare Translations

5 translations compared side by side

Odia - 1840
"ମରାରି ବଂଶର ପରିବାରବର୍ଗକୁ ବାର ଗୋଟି ନଗର ପ୍ରାପ୍ତ ହେଲା। ସମାନେେ ରୂବନ୍େ, ଗାଦ୍, ସବୁଲୂନର ଗୋଷ୍ଠୀଠାରୁ ସହେି ସମସ୍ତ ନଗର ପ୍ରାପ୍ତ ହେଲେ। ସମାନେେ ଗୁଳାବାଣ୍ଟ ଦ୍ବାରା ସହେି ନଗରସବୁ ପ୍ରାପ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ଵାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମରାରି ବଂଶର ପରିବାରବର୍ଗକୁ ବାର ଗୋଟି ନଗର ପ୍ରାପ୍ତ ହେଲା। ସେମାନେ ରୁବେନ୍, ଗାଦ୍, ସବୁଲୂନର ଗୋଷ୍ଠୀଠାରୁ ସେହି ସମସ୍ତ ନଗର ପ୍ରାପ୍ତ ହେଲେ। ସେମାନେ ଗୁଲିବାଣ୍ଟଦ୍ୱାରା ସେହି ନଗରସବୁ ପ୍ରାପ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍‍-ବଂଶଠାରୁ ଓ ଗାଦ୍‍ ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍‍-ବଂଶଠାରୁ ଓ ଗାଦ୍‍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।