1 Chronicles 6:64 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲୀୟ ଲୋକମାନେ ସହେିସବୁ ସହର ଓ କ୍ଷେତ୍ରଗୁଡ଼ିକୁ ଲବେୀୟମାନଙ୍କୁ ଦଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲୀୟ ଲୋକମାନେ ସେହିସବୁ ସହର ଓ କ୍ଷେତ୍ରଗୁଡ଼ିକୁ ଲେବୀୟମାନଙ୍କୁ ଦେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।