1 Chronicles 6:65 — Compare Translations
5 translations compared side by side
Odia - 1840
"ସହେି ସମସ୍ତ ନଗରୀ ସମାନେେ ଯିହୁଦା,ଶିମିଯୋନ୍, ଓ ବିନ୍ଯାମୀନର ଗୋଷ୍ଠୀଙ୍କଠାରୁ ପ୍ରାପ୍ତ ହାଇେଥିଲେ। ଯେଉଁଗୁଡ଼ିକର ନାମ ଗୁଳାବାଣ୍ଟ ରେ ଉଲ୍ଲେଖ କରାୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗୁଲିବାଣ୍ଟ ଦ୍ଵାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ୍-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମସ୍ତ ନଗରୀ ସେମାନେ ଯିହୁଦା, ଶିମିୟୋନ୍, ଓ ବିନ୍ୟାମୀନର ଗୋଷ୍ଠୀଙ୍କଠାରୁ ପ୍ରାପ୍ତ ହୋଇଥିଲେ। ଯେଉଁଗୁଡ଼ିକର ନାମ ଗୁଲିବାଣ୍ଟରେ ଉଲ୍ଲେଖ କରାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍ ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।