1 Chronicles 6:66 — Compare Translations
5 translations compared side by side
Odia - 1840
"ଇଫ୍ରଯିମ୍ ଗୋଷ୍ଠୀ କହାତ୍ର କେତକେ ପରିବାର କିଛି ନଗରୀଗୁଡ଼ିକ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କହାତ୍ ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ଵ ସ୍ଵ ସୀମାସ୍ଥ ନଗର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ୍ ଗୋଷ୍ଠୀ କହାତ୍ର କେତେକ ପରିବାର କିଛି ନଗରୀଗୁଡ଼ିକ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କହାତ-ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କହାତ ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।