1 Chronicles 6:67 — Compare Translations
5 translations compared side by side
Odia - 1840
"ଇଫ୍ରଯିମର ପାର୍ବତ୍ଯମଯ ଦେଶ ରେ, ସମାନଙ୍କେୁ ସୁରକ୍ଷାର ନଗରୀ ଶିଖିମ ଏବଂ ଗଷେର ଓ ସମାନଙ୍କେର କ୍ଷେତ୍ରଗୁଡ଼ିକ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍; ତଳିଭୂମି ସହିତ ଗେଷର୍;
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମର ପାର୍ବତ୍ୟମୟ ଦେଶରେ, ସେମାନଙ୍କୁ ସୁରକ୍ଷାର ନଗରୀ ଶିଖିମ ଏବଂ ଗେଷର୍ ଓ ସେମାନଙ୍କର କ୍ଷେତ୍ରଗୁଡ଼ିକ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ; ତଳିଭୂମି ସହିତ ଗେଷର;
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍; ତଳିଭୂମି ସହିତ ଗେଷର୍;