1 Chronicles 6:69 — Compare Translations
5 translations compared side by side
Odia - 1840
"ଅଯାଲୋନ୍ ଓ ଗାତ୍-ରିମ୍ମାେନ୍ ମଧ୍ଯ ସମାନଙ୍କେୁ ଦିଆୟାଇଥିଲା। ସମାନେେ ସହେି ନଗରୀଗୁଡ଼ିକ ସହିତ କ୍ଷେତ୍ରଗୁଡ଼ିକ ମଧ୍ଯ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାତ୍ରିମ୍ମୋନ୍;
Odia Bible ERV 2004 (ପବିତ୍ର ବାଇବଲ)
ଅୟାଲୋନ୍ ଓ ଗାଥ୍-ରିମ୍ମୋନ୍ ମଧ୍ୟ ସେମାନଙ୍କୁ ଦିଆଯାଇଥିଲା। ସେମାନେ ସେହି ନଗରୀଗୁଡ଼ିକ ସହିତ କ୍ଷେତ୍ରଗୁଡ଼ିକ ମଧ୍ୟ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାଥ୍-ରିମ୍ମୋନ;
Odia IRV 2017 (ଓଡିଆ ବାଇବେଲ)
ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାଥ୍-ରିମ୍ମୋନ;