1 Chronicles 6:70 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ମନଃଶିର ଗୋଷ୍ଠୀର ଅଧା ଲୋକ ଆନରେ ଓ ବିଲିଯମ ସହରଗୁଡ଼ିକ କହାତ୍ ଗୋଷ୍ଠୀଗୁଡ଼ିକୁ ଦେଲେ। ସହେି କହାତ୍ ଗୋଷ୍ଠୀ ସହରଗୁଡ଼ିକ ସହିତ କ୍ଷେତ୍ରଗୁଡ଼ିକ ମଧ୍ଯ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମନଃଶିର ଅର୍ଦ୍ଧବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ୍-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ମନଃଶିର ଗୋଷ୍ଠୀର ଅଧା ଲୋକ ଆନେର ଓ ବିଲିୟମ ସହରଗୁଡ଼ିକ କହାତ୍ ଗୋଷ୍ଠୀଗୁଡ଼ିକୁ ଦେଲେ। ସେହି କହାତ୍ ଗୋଷ୍ଠୀ ସହରଗୁଡ଼ିକ ସହିତ କ୍ଷେତ୍ରଗୁଡ଼ିକ ମଧ୍ୟ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।