1 Chronicles 6:71 — Compare Translations

5 translations compared side by side

Odia - 1840
"ଗେର୍ଶୋନଙ୍କ ଗୋଷ୍ଠୀ ମନଃଶିଙ୍କ ଅର୍ଦ୍ଧକେ ଗୋଷ୍ଠୀଠାରୁ ଭୂମି ପାଇଲେ, ସମାନେେ ଗୋଲନର ନଗରସବୁ ବାଶନର ଓ ଅଷ୍ଟାରୋତ ନଗରସବୁ ଚାରଣ ଭୂମି ସହ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗେର୍ଶୋମ୍ର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍;
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲେବୀୟ ଗୋଷ୍ଠୀଗୁଡ଼ିକ ବାସସ୍ଥାନ ପାଇଲେ ଗେର୍ଶୋନଙ୍କ ଗୋଷ୍ଠୀ ମନଃଶିଙ୍କ ଅର୍ଦ୍ଧେକ ଗୋଷ୍ଠୀଠାରୁ ଭୂମି ପାଇଲେ, ସେମାନେ ଗୋଲନର ନଗରସବୁ ବାଶନର ଓ ଅଷ୍ଟାରୋତ ନଗରସବୁ ଗ୍ଭରଣଭୂମି ସହ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍‍ ଓ ତଳିଭୂମି ସହିତ ଅଷ୍ଟାରୋତ୍‍;
Odia IRV 2017 (ଓଡିଆ ବାଇବେଲ)
ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍‍ ଓ ତଳିଭୂମି ସହିତ ଅଷ୍ଟାରୋତ୍‍;