1 Chronicles 6:72 — Compare Translations

5 translations compared side by side

Odia - 1840
"ଗେର୍ଶୋନଙ୍କ ଗୋଷ୍ଠୀ ଆହୁରି ମଧ୍ଯ ଇଷାଖରର ଗୋଷ୍ଠୀଠାରୁ କାଦେଶ, ଦାବରତ, ରାମାେତ୍ ଓ ଆନେମ୍ ସହରଗୁଡ଼ିକ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇଷାଖରଠାରୁ ତଳିଭୂମି ସହିତ କାଦେଶ୍, ତଳିଭୂମି ସହିତ ଦାବରତ୍
Odia Bible ERV 2004 (ପବିତ୍ର ବାଇବଲ)
ଗେର୍ଶୋନଙ୍କ ଗୋଷ୍ଠୀ ଆହୁରି ମଧ୍ୟ ଇଷାଖରର ଗୋଷ୍ଠୀଠାରୁ କାଦେଶ, ଦାବରତ, ରାମୋତ୍ ଓ ଆନେମ୍ ସହରଗୁଡ଼ିକ ପାଇଲେ। ଏହି ସହରଗୁଡ଼ିକ ନିକଟରେ ଥିବା କ୍ଷେତ୍ର ସବୁ ମଧ୍ୟ ସେମାନେ ଲାଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍‍, ତଳିଭୂମି ସହିତ ଦାବରତ୍‍;
Odia IRV 2017 (ଓଡିଆ ବାଇବେଲ)
ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍‍, ତଳିଭୂମି ସହିତ ଦାବରତ୍‍;