1 Chronicles 6:76 — Compare Translations

5 translations compared side by side

Odia - 1840
"ଗେର୍ଶୋନଙ୍କ ପରିବାର ଆହୁରି ମଧ୍ଯ ନପ୍ତାଲି ଗୋଷ୍ଠୀଙ୍କଠାରୁ ଗାଲୀଲର କଦେେଶ, ହମ୍ମୋନ୍ ଓ କିରିଯାଥଯିମ୍ ସହର ମଧ୍ଯ ପ୍ରାପ୍ତ ହେଲ। ସହେି ସହରଗୁଡ଼ିକ ନିକଟରେ ଥିବା କ୍ଷେତ୍ରସବୁ ମଧ୍ଯ ସମାନେେ ଲାଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍ ଓ ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗେର୍ଶୋନଙ୍କ ପରିବାର ଆହୁରି ମଧ୍ୟ ନପ୍ତାଲି ଗୋଷ୍ଠୀଙ୍କଠାରୁ ଗାଲିଲୀର କେଦଶ, ହମ୍ମୋନ୍ ଓ କିରିୟାଥୟିମ୍ ସହର ମଧ୍ୟ ପ୍ରାପ୍ତ ହେଲେ। ସେହି ସହରଗୁଡ଼ିକ ନିକଟରେ ଥିବା କ୍ଷେତ୍ରସବୁ ମଧ୍ୟ ସେମାନେ ଲାଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍‍, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।