1 Chronicles 6:77 — Compare Translations
5 translations compared side by side
Odia - 1840
"ଲବେୀୟ ଲୋକମାନଙ୍କ ମଧିଅରେ ଆଉ କବଳେ ମରାରି ପରିବାରଗୁଡ଼ିକ ଅବଶିଷ୍ଟ ରହିଲେ। ସମାନେେ ସବୂଲୂନ୍ ଗୋଷ୍ଠୀଠାରୁ ରିମ୍ମାନେ ଓ ତାବୋର୍ ସହରଗୁଡ଼ିକ ଚାରଣଭୂମି ସହିତ ପ୍ରାପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟ ଲୋକମାନଙ୍କ ମଧ୍ୟରେ ଆଉ କେବଳ ମରାରି ପରିବାରଗୁଡ଼ିକ ଅବଶିଷ୍ଟ ରହିଲେ। ସେମାନେ ସବୂଲୂନ୍ ଗୋଷ୍ଠୀଠାରୁ ରିମ୍ମୋନ ଓ ତାବୋର୍ ସହରଗୁଡ଼ିକ ଗ୍ଭରଣଭୂମି ସହିତ ପ୍ରାପ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା।