1 Chronicles 6:78 — Compare Translations

5 translations compared side by side

Odia - 1840
"ମରାରି ବଂଶ ଆହୁରି ମଧ୍ଯ ରୁବନ୍େ ଗୋଷ୍ଠୀଠାରୁ ମରୁଭୂମିସ୍ଥ ବତେସର ସହର, ୟହସ, କଦମୋେତ୍ ଓ ମଫୋତ୍ ସହରଗୁଡ଼ିକ ପ୍ରାପ୍ତ ହେଲ। ରୁବନ୍େ ଗୋଷ୍ଠୀ ଯରେିଖୋ ନଗରର ପୂର୍ବ ପାଶର୍‌ବ ଓ ୟର୍ଦ୍ଦନ ନଦୀର ପୂର୍ବ ପାଶର୍‌ବ ରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର୍ ଓ ତଳିଭୂମି ସହିତ ଯହସ୍
Odia Bible ERV 2004 (ପବିତ୍ର ବାଇବଲ)
ମରାରି ବଂଶ ଆହୁରି ମଧ୍ୟ ରୁବେନ୍ ଗୋଷ୍ଠୀଠାରୁ ମରୁଭୂମିସ୍ଥ ବେ‌ତ୍‌ସର୍ ସହର, ଯହସ, କଦେମୋତ୍ ଓ ମେଫାତ୍ ସହରଗୁଡ଼ିକ ପ୍ରାପ୍ତ ହେଲେ। ରୁବେନ୍ ଗୋଷ୍ଠୀ ଯିରୀହୋ ନଗରର ପୂର୍ବ ପାର୍ଶ୍ୱ ଓ ଯର୍ଦ୍ଦନ ନଦୀର ପୂର୍ବ ପାର୍ଶ୍ୱରେ ବାସ କରୁଥିଲେ। ମରାରିର ଏହି ପରିବାରଗୁଡ଼ିକ ସେହି ସହରଗୁଡ଼ିକ ନିକଟରେ ଥିବା କ୍ଷେତ୍ରସବୁ ମଧ୍ୟ ଲାଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବ ଦିଗରେ ରୁବେନ୍‍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ
Odia IRV 2017 (ଓଡିଆ ବାଇବେଲ)
ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବଦିଗରେ ରୁବେନ୍‍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍‍ସର ଓ ତଳିଭୂମି ସହିତ ଯହସ୍‍