1 Chronicles 6:80 — Compare Translations

5 translations compared side by side

Odia - 1840
"ମରାରି ପରିବାରବର୍ଗ ଗାଦ ଗୋଷ୍ଠୀଠାରୁ ଗିଲିଯଦସ୍ଥ ରାମାେତ୍, ହିଷବୋନ୍ ଓ ୟା ସେର୍ ସହରଗୁଡ଼ିକ ପ୍ରାପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ୍
Odia Bible ERV 2004 (ପବିତ୍ର ବାଇବଲ)
ମରାରି ପରିବାରବର୍ଗ ଗାଦ୍ ଗୋଷ୍ଠୀଠାରୁ ଗିଲିୟଦସ୍ଥ ରାମୋତ୍, ହି‌ଷ୍‌ବୋନ୍ ଓ ଯାସେର୍ ସହରଗୁଡ଼ିକ ପ୍ରାପ୍ତ ହେଲେ। ସେହି ସହରଗୁଡ଼ିକ ନିକଟରେ ଥିବା କ୍ଷେତ୍ରସବୁ ମଧ୍ୟ ସେମାନେ ଲାଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗାଦ୍‍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍‍, ତଳିଭୂମି ସହିତ ମହନୟିମ,
Odia IRV 2017 (ଓଡିଆ ବାଇବେଲ)
ଆଉ ଗାଦ୍‍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍‍, ତଳିଭୂମି ସହିତ ମହନୟିମ,