1 Chronicles 7:11 — Compare Translations
5 translations compared side by side
Odia - 1840
"ୟିଦୀଯଲଙ୍କେ ସବୁ ପୁତ୍ର ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନଙ୍କେ ମଧିଅରେ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ 17,200 ଜଣ ସୈନ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଦୀୟେଲଙ୍କ ସବୁ ପୁତ୍ର ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନଙ୍କ ମଧ୍ୟରେ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ 17,200 ଜଣ ସୈନ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।