1 Chronicles 7:14 — Compare Translations

5 translations compared side by side

Odia - 1840
"ଏହିମାନେ ମନଃଶିଙ୍କର ବଂଶଧର ଥିଲେ: ମନଃଶି ଓ ତାଙ୍କର ଅରାମୀଯ ଦାସୀଙ୍କଠାରୁ ଅସ୍ରୀଯଲେ ନାମକ ପୁତ୍ର ଜାତ ହାଇେଥିଲା। ସମାନଙ୍କେର ମାଖୀର ନାମକ ମଧ୍ଯ ପୁତ୍ରଟିଏ ଥିଲା। ମାଖୀର ଗିଲିଯଦଙ୍କ ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନଃଶିର ପୁତ୍ରଗଣ; ଅସ୍ରୀୟେଲ, ଏହାକୁ ତାହାର ଭାର୍ଯ୍ୟା ପ୍ରସବ କଲା; (ତାହାର ଅରାମୀୟା ଉପପନିୀ, ଗିଲୀୟଦର ପିତା ମାଖୀର୍କୁ ପ୍ରସବ କଲା;
Odia Bible ERV 2004 (ପବିତ୍ର ବାଇବଲ)
ମନଃଶିଙ୍କର ବଂଶଧର ଏହିମାନେ ମନଃଶିଙ୍କର ବଂଶଧର ଥିଲେ: ମନଃଶି ଓ ତାଙ୍କର ଅରାମୀୟ ଦାସୀଙ୍କଠାରୁ ଅସ୍ରୀୟେଲ ନାମକ ପୁତ୍ର ଜାତ ହୋଇଥିଲା। ସେମାନଙ୍କର ମାଖୀର ନାମକ ମଧ୍ୟ ପୁତ୍ରଟିଏ ଥିଲା। ମାଖୀର ଗିଲିୟଦଙ୍କ ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ |