1 Chronicles 7:15 — Compare Translations
5 translations compared side by side
Odia - 1840
"ମାଖୀର ହୁପ୍ପୀମ ଓ ଶୁପ୍ପୀମ ପାଇଁ ଜଣେ ଜଣେ ସ୍ତ୍ରୀକୁ ନେଲେ। ମାଖୀରଙ୍କ ଭଉଣୀର ନାମ ଥିଲା ମାଖା। ତା'ର ଦ୍ବିତୀୟ ପୁତ୍ରର ନାମ ସଲଫାଦ ଥିଲା। ସଲଫାଦର କବଳେ କନ୍ଯାମାନେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ମାଖୀର୍ ହୁପ୍ପୀମ୍ ଓ ଶୁପ୍ପୀମ୍ ସମ୍ଵନ୍ଧୀୟା ଏକ ସ୍ତ୍ରୀକି ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା); ଆଉ ଦ୍ଵିତୀୟର ନାମ ସଲ୍ଫାଦ୍ ଓ ସଲ୍ଫାଦର କନ୍ୟାମାନେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାଖୀର ହୁପ୍ପୀମ ଓ ଶୁପ୍ପୀମ ପାଇଁ ଜଣେ ଜଣେ ସ୍ତ୍ରୀକୁ ନେଲେ। ମାଖୀରଙ୍କ ଭଉଣୀର ନାମ ଥିଲା ମାଖା। ତା’ର ଦ୍ୱିତୀୟ ପୁତ୍ରର ନାମ ସଲ୍ଫାଦ ଥିଲା। ସଲ୍ଫାଦର କେବଳ କନ୍ୟାମାନେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ମାଖୀର ହୁପ୍ପୀମ୍ ଓ ଶୁପ୍ପୀମ୍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍ଫାଦ୍ ଓ ସଲଫାଦର କନ୍ୟାମାନେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ମାଖୀର ହୁପ୍ପୀମ୍ ଓ ଶୁପ୍ପୀମ୍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍ଫାଦ୍ ଓ ସଲଫାଦର କନ୍ୟାମାନେ ଥିଲେ।