1 Chronicles 7:16 — Compare Translations
5 translations compared side by side
Odia - 1840
"ମାଖୀରଙ୍କ ସ୍ତ୍ରୀ ମାଖାଙ୍କର ପୁତ୍ରଟିଏ ହାଇେଥିଲା। ମାଖା ଏହି ପୁତ୍ରର ନାମ ପରେଶ ଦେଲେ। ତା'ର ଭାଇଙ୍କ ନାମ ଥିଲା ଶରେଶ। ଶରେଶଙ୍କ ପୁତ୍ରମାନେ ଥିଲେ ଉଲମ ଓ ରକମେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମାଖୀର୍ର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି ତାହାର ପୁତ୍ର ଉଲମ୍ ଓ ରେକମ୍ ।
Odia Bible ERV 2004 (ପବିତ୍ର ବାଇବଲ)
ମାଖୀରଙ୍କ ସ୍ତ୍ରୀ ମାଖାଙ୍କର ପୁତ୍ରଟିଏ ହୋଇଥିଲା। ମାଖା ଏହି ପୁତ୍ରର ନାମ ପରେଶ ଦେଲେ। ତା’ର ଭାଇଙ୍କ ନାମ ଥିଲା ଶେରଶ। ଶେରଶଙ୍କ ପୁତ୍ରମାନେ ଥିଲେ ଉଲମ୍ ଓ ରେକମ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍ ଓ ରେକମ୍।
Odia IRV 2017 (ଓଡିଆ ବାଇବେଲ)
ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍ ଓ ରେକମ୍।