1 Chronicles 7:17 — Compare Translations
5 translations compared side by side
Odia - 1840
"ଉଲମଙ୍କ ପୁତ୍ର ଥିଲେ, ବଦାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଲମ୍ର ପୁତ୍ରଗଣ, ବଦାନ୍ । ଏମାନେ ମନଃଶିର ପୌତ୍ର ମାଖୀର୍ର ପୁତ୍ର ଗିଲୀୟଦର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ଉଲମ୍ଙ୍କ ପୁତ୍ର ଥିଲେ, ବଦାନ। ଏହିମାନେ ଗିଲିୟଦର ବଂଶଧର ଥିଲେ। ଗିଲିୟଦ ମାଖୀରଙ୍କ ପୁତ୍ର, ମାଖୀର ମନଃଶିଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଲମ୍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଉଲମ୍ର ପୁତ୍ରଗଣ, ବଦାନ। ଏମାନେ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦର ସନ୍ତାନ।