1 Chronicles 7:18 — Compare Translations

5 translations compared side by side

Odia - 1840
"ମାଖୀରଙ୍କ ଭଉଣୀ ହମ୍ମୋଲକେତ୍ ଈଶହୋଦ୍, ଅବୀଯଷେର ଓ ମହଲାଙ୍କୁ ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହାର ଭଗିନୀ ହମ୍ମୋଲେକତ୍, ଇଶ୍ହୋଦ ଓ ଅବୀୟେଷର ଓ ମହଲାକୁ ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାଖୀରଙ୍କ ଭଉଣୀ ହମ୍ମୋଲେକତ୍, ଈଶହୋଦ୍, ଅବୀୟେଷର ଓ ମହଲାଙ୍କୁ ଜନ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାର ଭଗିନୀ ହମ୍ମୋଲେକତ୍‍, ଇଶ୍‍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହାର ଭଗିନୀ ହମ୍ମୋଲେକତ୍‍, ଇଶ୍‍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।