1 Chronicles 7:2 — Compare Translations
5 translations compared side by side
Odia - 1840
"ତାେଲୟଙ୍କର ପୁତ୍ରମାନେ ଥିଲେ, ଉଷି, ରଫାଯ, ୟିରୀଯଲେ, ୟହମଯ, ୟିବସମ୍ ଓ ଶାମୁଯଲେ। ସମାନେେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସହେି ବ୍ଯକ୍ତିଗଣ ସମାନଙ୍କେର ବଂଶାନୁସା ରେ ଅତି ଶକ୍ତିଶାଳୀ ଯୋଦ୍ଧା ଥିଲେ। ରାଜା ଦାଉଦଙ୍କ ସମୟରେ ସମାନଙ୍କେର ସଂଖ୍ଯା ବୃଦ୍ଧି ଘଟି 22,600 ରେ ପହଞ୍ଚି ଥିଲା, ସମାନେେ ୟୁଦ୍ଧ ନିମନ୍ତେ ସଦାପ୍ରସ୍ତୁତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୋଲୟର ପୁତ୍ରଗଣ; ଉଷି ଓ ରଫାୟ ଓ ଯିରୀୟେଲ ଓ ଯହମୟ ଓ ଯିବ୍ସମ୍ ଓ ଶେମୁୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୋଲୟଙ୍କର ପୁତ୍ରମାନେ ଥିଲେ, ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍ସମ୍ ଓ ଶାମୁୟେଲ। ସେମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେହି ବ୍ୟକ୍ତିଗଣ ସେମାନଙ୍କର ବଂଶାନୁସାରେ ଅତି ଶକ୍ତିଶାଳୀ ଯୋଦ୍ଧା ଥିଲେ। ରାଜା ଦାଉଦଙ୍କ ସମୟରେ ସେମାନଙ୍କର ସଂଖ୍ୟା ବୃଦ୍ଧି ଘଟି 22,600 ରେ ପହଞ୍ଚି ଥିଲା, ସେମାନେ ଯୁଦ୍ଧ ନିମନ୍ତେ ସଦାପ୍ରସ୍ତୁତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍ସମ୍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍ସମ୍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।