1 Chronicles 7:21 — Compare Translations

5 translations compared side by side

Odia - 1840
"ଇଲିଯାଦଙ୍କର ପୁତ୍ର ଥିଲେ, ତହତ୍। ତହତ୍ଙ୍କର ପୁତ୍ର ଥିଲେ ସାବଦ୍। ସାବଦ୍ଙ୍କ ପୁତ୍ର ଥିଲେ ଶୁଥଲହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ ଓ ଏତ୍ସର ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲିୟାଦଙ୍କର ପୁତ୍ର ଥିଲେ, ତହତ୍। ତହତ୍‌ଙ୍କର ପୁତ୍ର ଥିଲେ ସାବଦ୍। ସାବ‌ଦ୍‌ଙ୍କ ପୁତ୍ର ଥିଲେ ଶୁଥେଲହ। ଗାଥ୍ ନଗରରେ ବଢ଼ିଥିବା କେତେକ ଲୋକ ଏତ୍‌ସର ଓ ଇଲିୟାଦକୁ ବଧ କଲେ। ଏତ୍‌ସର ଓ ଇଲିୟାଦ ଏହି ଲୋକମାନଙ୍କର ଗୋ’ପଲ ଓ ମେଷପଲ ଚରାଇବା ନିମନ୍ତେ ଗା‌ଥ୍‌କୁ ଯାଇଥିବାରୁ ଏହିପରି ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପୁତ୍ର ସାବଦ୍‍, ତାହାର ପୁତ୍ର ଶୂଥେଲହ, ଏସର୍‍ ଓ ଇଲୀୟଦ୍‍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାହାର ପୁତ୍ର ସାବଦ୍‍, ତାହାର ପୁତ୍ର ଶୂଥେଲହ, ଏସର୍‍ ଓ ଇଲୀୟଦ୍‍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।