1 Chronicles 7:23 — Compare Translations

5 translations compared side by side

Odia - 1840
"ଏହାପରେ, ଇଫ୍ରଯିମ ତାଙ୍କର ସ୍ତ୍ରୀଙ୍କ ସହିତ ୟୌନ ସମ୍ପର୍କ ସ୍ଥାପନ କଲେ। ଇଫ୍ରଯିମଙ୍କ ସ୍ତ୍ରୀ ଗର୍ଭବତୀ ହେଲେ ଓ ଗୋଟିଏ ପୁତ୍ରକୁ ଜନ୍ମ ଦେଲେ। ଇଫ୍ରଯିମ ଏହି ନବଜାତ ପୁତ୍ରର ନାମ ବରୀଯ ଦେଲେ, କାରଣ ତାଙ୍କର ପରିବାର ରେ ଏକ ଦୁଃଖଦାୟକ ଘଟଣା ଘଟିୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ, ଇଫ୍ରୟିମ ତାଙ୍କର ସ୍ତ୍ରୀଙ୍କ ସହିତ ଯୌନ ସମ୍ପର୍କ ସ୍ଥାପନ କଲେ। ଇଫ୍ରୟିମଙ୍କ ସ୍ତ୍ରୀ ଗର୍ଭବତୀ ହେଲେ ଓ ଗୋଟିଏ ପୁତ୍ରକୁ ଜନ୍ମ ଦେଲେ। ଇଫ୍ରୟିମ ଏହି ନବଜାତ ପୁତ୍ରର ନାମ ବରୀୟ ଦେଲେ, କାରଣ ତାଙ୍କର ପରିବାରରେ ଏକ ଦୁଃଖଦାୟକ ଘଟଣା ଘଟିଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା, ତହୁଁ ସେ ତାହାର ନାମ ବରୀୟ (ଅମଙ୍ଗଳ) ରଖିଲା, କାରଣ ତାହାର ଗୃହରେ ଅମଙ୍ଗଳ ଘଟିଲା।