1 Chronicles 7:24 — Compare Translations

5 translations compared side by side

Odia - 1840
"ଇଫ୍ରଯିମଙ୍କ ଝିଅର ନାମ ଥିଲା ଶୀରା। ଶୀରା, ନିମ୍ନତର ବୈଥ୍ହୋରଣ୍ ଓ ଉଚ୍ଚତର ବୈଥ-ହାରେଣ୍, ଏବଂ ନିମ୍ନତର ଉଷନ୍େ ଶୀରା ଓ ଉଚ୍ଚତର ଉଷନେ ଶୀରା ନିର୍ମାଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚତର ଓ ନୀଚତର ବୈଥୋରୋଣ ଓ ଉଷେନ୍ ଶୀରା ନିର୍ମାଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମଙ୍କ ଝିଅର ନାମ ଥିଲା ଶୀରା। ଶୀରା, ନିମ୍ନତର ବୈ‌ଥ୍‌ହୋରଣ୍ ଓ ଉଚ୍ଚତର ବୈଥ-ହୋରଣ୍, ଏବଂ ନିମ୍ନତର ଉଷେନ୍ ଶୀରା ଓ ଉଚ୍ଚତର ଉଷେନ୍ ଶୀରା ନିର୍ମାଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍‍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍‍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।