1 Chronicles 7:28 — Compare Translations

5 translations compared side by side

Odia - 1840
"ଏହି ସମସ୍ତ ନଗର ଓ ଦେଶମାନଙ୍କ ରେ ଇଫ୍ରଯିମଙ୍କ ବଂଶଧରମାନେ ବାସ କରୁଥିଲେ। ବୈଥଲ ଓ ତାହାର ନିକଟବର୍ତ୍ତୀ ଗ୍ରାମଗୁଡ଼ିକ ପୂର୍ବ ରେ ନାରନ୍, ପଶ୍ଚିମ ରେ ଗଷେର ଓ ତାହାର ନିକଟବର୍ତ୍ତୀ ଗ୍ରାମଗୁଡ଼ିକ ଶିଖିମ୍, ଆସା ପର୍ୟ୍ଯନ୍ତ ଓ ତାହାର ନିକଟବର୍ତ୍ତୀ ଗ୍ରାମ ଓ ତତ୍ ସଂଲଗ୍ନ ଗ୍ରାମଗୁଡ଼ିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନଙ୍କର ଅଧିକାର ଓ ନିବାସ-ସ୍ଥାନ ବୈଥେଲ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର୍; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅସା ପର୍ଯ୍ୟନ୍ତ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମସ୍ତ ନଗର ଓ ଦେଶମାନଙ୍କରେ ଇଫ୍ରୟିମଙ୍କ ବଂଶଧରମାନେ ବାସ କରୁଥିଲେ। ବୈଥଲ ଓ ତାହାର ନିକଟବର୍ତ୍ତୀ ଗ୍ରାମଗୁଡ଼ିକ ପୂର୍ବରେ ନାରନ୍, ପଶ୍ଚିମରେ ଗେଷର୍ ଓ ତାହାର ନିକଟବର୍ତ୍ତୀ ଗ୍ରାମଗୁଡ଼ିକ ଶିଖିମ୍, ଆସା ପର୍ଯ୍ୟନ୍ତ ଓ ତାହାର ନିକଟବର୍ତ୍ତୀ ଗ୍ରାମ ଓ ତତ୍ ସଂଲଗ୍ନ ଗ୍ରାମଗୁଡ଼ିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନଙ୍କର ଅଧିକାର ଓ ନିବାସ ସ୍ଥାନ ବେଥେଲ୍‍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍‍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;
Odia IRV 2017 (ଓଡିଆ ବାଇବେଲ)
ଏମାନଙ୍କର ଅଧିକାର ଓ ନିବାସ-ସ୍ଥାନ ବେଥେଲ୍‍ ଓ ତହିଁର ସମସ୍ତ ଉପନଗର, ଆଉ ପୂର୍ବ ଦିଗରେ ନାରନ୍‍ ଓ ପଶ୍ଚିମ ଦିଗରେ ସମସ୍ତ ଉପନଗର ସହିତ ଗେଷର୍‍; ମଧ୍ୟ ସମସ୍ତ ଉପନଗର ସହିତ ଶିଖିମ, ସମସ୍ତ ଉପନଗର ସହିତ ଅୟା ପର୍ଯ୍ୟନ୍ତ ଥିଲା;