1 Chronicles 7:29 — Compare Translations
5 translations compared side by side
Odia - 1840
"ମନଃଶିଙ୍କ ଦେଶର ସୀମାବର୍ତ୍ତୀ ସହରଗୁଡ଼ିକ ଥିଲା, ବୈଥ୍ଶାନ, ତାନକ, ମଗିଦ୍ଦୋ ଓ ଡ଼ୋର ଏବଂ ତାହାର ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଯୋଷଫଙ୍କେ ବଂଶଧରମାନେ ବାସ କରୁଥିଲେ। ଯୋଷଫେ ଇଶ୍ରାୟେଲଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମନଃଶି-ସନ୍ତାନଗଣର ସୀମାପାର୍ଶ୍ଵସ୍ଥ ବୈଥ୍ଶାନ୍ ଓ ତହିଁର ଉପନଗରସବୁ, ତାନକ୍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ ଥିଲା । ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶିଙ୍କ ଦେଶର ସୀମାବର୍ତ୍ତୀ ସହରଗୁଡ଼ିକ ଥିଲା, ବୈଥ୍ଶାନ, ତାନକ, ମଗିଦ୍ଦୋ ଓ ଦୋର ଏବଂ ତାହାର ନିକଟବର୍ତ୍ତୀ ଗ୍ରାମ ଗୁଡ଼ିକରେ ଯୋଷେଫଙ୍କ ବଂଶଧରମାନେ ବାସ କରୁଥିଲେ। ଯୋଷେଫ ଇସ୍ରାଏଲଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମନଃଶି-ସନ୍ତାନଗଣର ସୀମା ପାର୍ଶ୍ୱସ୍ଥ ବେଥ୍-ଶାନ୍ ଓ ତହିଁର ଉପନଗରସବୁ, ତାନକ୍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମନଃଶି-ସନ୍ତାନଗଣର ସୀମାପାର୍ଶ୍ୱସ୍ଥ ବେଥ୍-ଶାନ୍ ଓ ତହିଁର ଉପନଗରସବୁ, ତାନକ୍ ଓ ତହିଁର ଉପନଗରସବୁ, ମଗିଦ୍ଦୋ ଓ ତହିଁର ଉପନଗରସବୁ, ଦୋର ଓ ତହିଁର ଉପନଗରସବୁ ଥିଲା। ଏହି ସକଳ ସ୍ଥାନରେ ଇସ୍ରାଏଲର ପୁତ୍ର ଯୋଷେଫର ସନ୍ତାନମାନେ ବାସ କଲେ।