1 Chronicles 7:4 — Compare Translations
5 translations compared side by side
Odia - 1840
"ସମାନଙ୍କେର ପରବାରର ଇତିହାସ ଦର୍ଶାଏ ଯେ, ସମାନଙ୍କେର 36,000 ସୈନିକ ୟୁଦ୍ଧ ନିମନ୍ତେ ସଦାପ୍ରସ୍ତୁତ ହାଇେ ରହୁଥିଲେ। ସମାନଙ୍କେର ଏକ ବୃହତ୍ ପରିବାର ଥିଲା, କାରଣ ସମାନଙ୍କେର ଅନକେ ସ୍ତ୍ରୀ ଓ ସନ୍ତାନ ସନ୍ତତି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ଵ ସ୍ଵ ପିତୃ-ବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପରିବାରର ଇତିହାସ ଦର୍ଶାଏ ଯେ, ସେମାନଙ୍କର 36,000 ସୈନିକ ଯୁଦ୍ଧ ନିମନ୍ତେ ସଦାପ୍ରସ୍ତୁତ ହୋଇ ରହୁଥିଲେ। ସେମାନଙ୍କର ଏକ ବୃହତ୍ ପରିବାର ଥିଲା, କାରଣ ସେମାନଙ୍କର ଅନେକ ସ୍ତ୍ରୀ ଓ ସନ୍ତାନସନ୍ତତି ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।