1 Chronicles 7:40 — Compare Translations

5 translations compared side by side

Odia - 1840
"ଏହି ବ୍ଯକ୍ତିମାନେ ଆଶରଙ୍କେ ବଂଶଧର ଥିଲେ। ସମାନେେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନେେ ସର୍ବୋତ୍ତମ ବ୍ଯକ୍ତି ଥିଲେ। ସମାନେେ ସମସ୍ତେ ଯୋଦ୍ଧା ଓ ମହାନ୍ ନେତାଗଣ ଥିଲେ। ସମାନଙ୍କେ ପରିବାରର ଇତିହାସ ଜଣାଏ ଯେ, 26,000 ସୈନ୍ଯ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ହାଇେ ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମସ୍ତେ ଆଶେର୍ର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ । ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀକ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବ୍ୟକ୍ତିମାନେ ଆଶେରଙ୍କ ବଂଶଧର ଥିଲେ। ସେମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନେ ସର୍ବୋତ୍ତମ ବ୍ୟକ୍ତି ଥିଲେ। ସେମାନେ ସମସ୍ତେ ଯୋଦ୍ଧା ଓ ମହାନ ନେତାଗଣ ଥିଲେ। ସେମାନଙ୍କ ପରିବାରର ଇତିହାସ ଜଣାଏ ଯେ, 26,000 ସୈନ୍ୟ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀ କ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏସମସ୍ତେ ଆଶେରର ସନ୍ତାନ ଓ ଆପଣା ଆପଣା ପିତୃବଂଶର ପ୍ରଧାନ, ବଛା ଓ ମହାବିକ୍ରମଶାଳୀ ଓ ଅଧିପତିମାନଙ୍କ ମଧ୍ୟରେ ପ୍ରଧାନ ଥିଲେ। ଆଉ ଯୁଦ୍ଧକାର୍ଯ୍ୟ ନିମନ୍ତେ ବଂଶାବଳୀକ୍ରମେ ଲିଖିତ ସେମାନଙ୍କ ସଂଖ୍ୟା ଛବିଶ ହଜାର ଥିଲା।