1 Chronicles 7:5 — Compare Translations

5 translations compared side by side

Odia - 1840
"ପରିବାରର ଇତିହାସରୁ ଜଣାପଡ଼େ ଯେ, ଇଷାଖରର ସମସ୍ତ ଗୋଷ୍ଠୀ ମଧିଅରେ 87,000 ଜଣ ବଳଶାଳୀ ଯୋଦ୍ଧା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଶୀ ହଜାର ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରିବାରର ଇତିହାସରୁ ଜଣାପଡ଼େ ଯେ, ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ 87,000 ଜଣ ବଳଶାଳୀ ଯୋଦ୍ଧା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।