1 Chronicles 7:6 — Compare Translations

5 translations compared side by side

Odia - 1840
"ବିନ୍ଯାମୀନଙ୍କର ତିନି ପୁତ୍ର ଥିଲେ। ସମାନଙ୍କେର ନାମ ଥିଲା: ବଲୋ, ବେଖର ଓ ୟିଦୀଯଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବିନ୍ୟାମୀନର ପୁତ୍ରଗଣ; ବେଲା ଓ ବେଖର୍ ଓ ଯିଦୀୟେଲ, ତିନି ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନଙ୍କର ବଂଶଧରଗଣ ବିନ୍ୟାମୀନଙ୍କର ତିନି ପୁତ୍ର ଥିଲେ। ସେମାନଙ୍କର ନାମ ଥିଲା: ବେଲା, ବେଖର ଓ ଯିଦୀୟେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବିନ୍ୟାମୀନ୍‍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ।
Odia IRV 2017 (ଓଡିଆ ବାଇବେଲ)
ଆଉ ବିନ୍ୟାମୀନ୍‍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ।