1 Chronicles 7:8 — Compare Translations

5 translations compared side by side

Odia - 1840
"ବେଖରଙ୍କର ପୁତ୍ରମାନେ ଥିଲେ: ସମୀର, ୟୋଯାଶ, ଇଲୀଯଷେର, ଇଲିଯୋ-ଐନଯ, ଅମ୍ରି, ଯିରମୋେତ୍, ଅବିଯ, ଅନାଥୋତ୍ ଓ ଆଲମେତ୍। ଏମାନେ ସମସ୍ତେ ବେଖରର ସନ୍ତାନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବେଖରର ପୁତ୍ରଗଣ; ସମୀର୍ ଓ ଯୋୟାଶ୍ ଓ ଇଲୀୟେଷର୍ ଓ ଇଲୀୟୋ-ଐନୟ ଓ ଅମ୍ରି ଓ ଯିରେମୋତ୍ ଓ ଅବୀୟ ଓ ଅନାଥୋତ୍ ଓ ଆଲେମତ୍ । ଏ ସମସ୍ତେ ବେଖରର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ବେଖରଙ୍କର ପୁତ୍ରମାନେ ଥିଲେ: ସମୀର, ଯୋୟାଶ, ଇଲୀୟେଷର, ଇଲିୟୋ-ଐନୟ, ଅମ୍ରି, ଯିରେମୋତ୍, ଅବିୟ, ଅନାଥୋତ୍ ଓ ଆଲେମତ୍। ଏମାନେ ସମସ୍ତେ ବେଖରର ସନ୍ତାନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବେଖରର ପୁତ୍ରଗଣ; ସମୀର୍‍, ଯୋୟାଶ୍‍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍‍, ଅବୀୟ, ଅନାଥୋତ୍‍ ଓ ଆଲେମତ୍‍। ଏସମସ୍ତେ ବେଖରର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଆଉ ବେଖରର ପୁତ୍ରଗଣ; ସମୀର୍‍, ଯୋୟାଶ୍‍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍‍, ଅବୀୟ, ଅନାଥୋତ୍‍ ଓ ଆଲେମତ୍‍। ଏ ସମସ୍ତେ ବେଖରର ସନ୍ତାନ।