1 Chronicles 7:9 — Compare Translations

5 translations compared side by side

Odia - 1840
"ସମାନଙ୍କେ ପରିବାରର ଇତିହାସ ଜଣାଏ ଯେ, ସମାନଙ୍କେର ମଧ୍ଯ 20,000 ଜଣ ସୈନିକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀକ୍ରମେ ଲିଖିତ ସ୍ଵ ସ୍ଵ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପରିବାରର ଇତିହାସ ଜଣାଏ ଯେ, ସେମାନଙ୍କର ମଧ୍ୟ 20,000 ଜଣ ସୈନିକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀ କ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀକ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।