1 Chronicles 8:1 — Compare Translations
5 translations compared side by side
Odia - 1840
"ବିନ୍ଯାମୀନ ବଲୋଙ୍କ ପିତା ଥିଲେ। ବଲୋ ବିନ୍ଯାମୀନଙ୍କ ପ୍ରଥମଜାତ ପୁତ୍ର ଥିଲେ। ଅସବେଲ୍ ବିନ୍ଯାମୀନଙ୍କ ଦ୍ବିତୀୟ ପୁତ୍ର ଥିଲେ। ଅହର୍ଦ ବିନ୍ଯାମୀନଙ୍କ ତୃତୀୟ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନ୍ୟାମୀନ ଆପଣା ଜ୍ୟେଷ୍ଠ ବେଲା, ଦ୍ଵିତୀୟ ଅସ୍ବେଲ ଓ ତୃତୀୟ ଅହର୍ହ;
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶାଉଲଙ୍କର ପାରିବାରିକ ଇତିହାସ ବିନ୍ୟାମୀନ ବେଲାଙ୍କ ପିତା ଥିଲେ। ବେଲା ବିନ୍ୟାମୀନଙ୍କ ପ୍ରଥମଜାତ ପୁତ୍ର ଥିଲେ। ଅସବେଲ୍ ବିନ୍ୟାମୀନଙ୍କ ଦ୍ୱିତୀୟ ପୁତ୍ର ଥିଲେ। ଅହର୍ଦ ବିନ୍ୟାମୀନଙ୍କ ତୃତୀୟ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍ବେଲ ଓ ତୃତୀୟ ଅହର୍ହ;
Odia IRV 2017 (ଓଡିଆ ବାଇବେଲ)
ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍ବେଲ ଓ ତୃତୀୟ ଅହର୍ହ;