1 Chronicles 8:10 — Compare Translations

4 translations compared side by side

Odia - 1840
"ସମାନେେ ନିଜ ପରିବାରର ମୁଖ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଯିୟୂଶ ଓ ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶପ୍ରଧାନ ଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ।