1 Chronicles 8:11 — Compare Translations
5 translations compared side by side
Odia - 1840
"ଶରଯିମ ଓ ହୂଶୀମ୍ଙ୍କର ଆବୀଟୂବ୍ ଇଲ୍ପାଲ ନାମକ ଦୁଇ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶହରୟିମ୍ ଓ ହୂଶୀମ୍ଙ୍କର ଆବୀଟୂବ୍ ଇଲ୍ପାଲ ନାମକ ଦୁଇ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା।