1 Chronicles 8:12 — Compare Translations
5 translations compared side by side
Odia - 1840
"ଇଲ୍ପାଲଙ୍କ ପୁତ୍ରମାନେ ଥିଲେ ଏବର୍, ମିଶିଯମ୍, ଶମେଦ୍। ଶମଦେ, ଓନୋ ଓ ଲୋଦ୍ ସହିତ ଏହାର ନଗର ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇଲ୍ପାଲର ପୁତ୍ର ଏବର୍ ଓ ମିଶୀୟମ୍, ପୁଣି ସମସ୍ତ ଉପନଗର ସମେତ ଓନୋର ଓ ଲୋଦର ପତ୍ତନକାରୀ ଶେମଦ୍
Odia Bible ERV 2004 (ପବିତ୍ର ବାଇବଲ)
ଇଲ୍ପାଲଙ୍କ ପୁତ୍ରମାନେ ଥିଲେ ଏବର୍, ମିଶିୟମ, ଶେମଦ୍। ଶେମଦ୍, ଓନୋ ଓ ଲୋଦ୍ ସହିତ ଏହାର ନଗର ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍ର ପତ୍ତନକାରୀ ଶେମଦ୍,
Odia IRV 2017 (ଓଡିଆ ବାଇବେଲ)
ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍ର ପତ୍ତନକାରୀ ଶେମଦ୍,