1 Chronicles 8:28 — Compare Translations
5 translations compared side by side
Odia - 1840
"ଏହି ବ୍ଯକ୍ତିମାନେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନଙ୍କେର ପାରିବାରିକ ଇତିହାସ ରେ ସମାନଙ୍କେୁ ମୁଖ୍ଯ ଭାବେ ଉଲ୍ଲେଖ କରାୟାଇଅଛି। ସମାନେେ ୟିରୁଶାଲମ ରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବ୍ୟକ୍ତିମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନଙ୍କର ପାରିବାରିକ ଇତିହାସରେ ସେମାନଙ୍କୁ ମୁଖ୍ୟ ଭାବେ ଉଲ୍ଲେଖ କରାଯାଇଅଛି। ସେମାନେ ଯିରୁଶାଲମରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।